ରାଜ୍ୟରେ ଚିହ୍ନଟ ହେଲେ ୩୪୯୦ କରୋନା ସଂକ୍ରମିତ,୧୩୧୩୮୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
8/09/2020 at 10:46 AM

ଭୁବନେଶ୍ୱର ୦୮।୦୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୪୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧୩୮୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୯୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୩୯୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 7th September
— I & PR Department, Odisha (@IPR_Odisha) September 8, 2020
New Positives Cases: 3490
In quarantine: 2094
Local contacts: 1396
(Details of local contacts will be shared by concerned District Administration)
District Wise Cases
1. Angul: 38
2. Balasore: 92
3. Bargarh: 81
4. Bhadrak: 89
5. Balangir: 110
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୮ଜଣ, ବାଲେଶ୍ୱର ଜିଲ୍ଲାରୁ ୯୨ଜଣ, ବରଗଡ଼ ଜିଲ୍ଲାରୁ ୮୧ଜଣ, ଭଦ୍ରକ ଜିଲ୍ଲାରୁ ୮୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧୦ଜଣ, ବୌଦ୍ଧ ଜିଲ୍ଲାରୁ ୨୫ଜଣ, କଟକ ଜିଲ୍ଲାରୁ ୩୭୬ଜଣ, ଦେଓଗଡ଼ ଜିଲ୍ଲାରୁ ୨୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୧ଜଣ, ଗଜପତି ଜିଲ୍ଲାରୁ ୫୩ଜଣ, ଗଞ୍ଜାମ ଜିଲ୍ଲାରୁ ୬୯ଜଣ, ଜଗତସିଂହପୁର ଜିଲ୍ଲାରୁ ୯୧ଜଣ, ଯାଜପୁର ଜିଲ୍ଲାରୁ ୧୭୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦୩ଜଣ, କଳହାଣ୍ଡି ଜିଲ୍ଲାରୁ ୩୯ଜଣ, କନ୍ଧମାଳ ଜିଲ୍ଲାରୁ ୮୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୫ଜଣ, କେନ୍ଦୁଝର ଜିଲ୍ଲାରୁ ୫୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩୫ଜଣ, କୋରାପୁଟ ଜିଲ୍ଲାରୁ ୯୩ଜଣ, ମାଲକାନଗିରି ଜିଲ୍ଲାରୁ ୨୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୦ଜଣ, ନୟାଗଡ଼ ଜିଲ୍ଲାରୁ ୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୦୨ଜଣ, ପୁରୀ ଜିଲ୍ଲାରୁ ୨୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୨୦୬ଜଣ, ସମ୍ବଲପୁର ଜିଲ୍ଲାରୁ ୮୫ଜଣ, ସୋନପୁର ଜିଲ୍ଲାରୁ ୧୦୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୪ଜଣ, ଷ୍ଟେଷ ପୋଲରୁ ୧୦୨ଜଣ ରହିଛନ୍ତି ।
22. Mayurbhanj: 207
— I & PR Department, Odisha (@IPR_Odisha) September 8, 2020
23. Nawarangpur: 40
24. Nayagarh: 34
25. Nuapada: 102
26. Puri: 217
27. Rayagada: 206
28. Sambalpur: 85
29. Sonepur: 107
30. Sundargarh: 64
31. State Pool: 102
New Recovery: 3034
Cumulative Tested: 2184841
Positive: 131382
Recovered: 99398
Active Case: 31362
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୩୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୩୬୨ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୩୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୮୪୮୪୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।