Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ରାଜଧାନୀରୁ ଆଉ ୩୫୧ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୨୩୮

14/09/2020 at 5:17 PM

ଭୁବନେଶ୍ୱର ୧୪।୦୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୫୧ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୫୯୧ରେ ପହଞ୍ଚିଛି । ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୩ ଜଣ ରହିଥିବା ବେଳେ ୨୩୮ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୪୭୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୫୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୬୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୯୦୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୪ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts