Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ରାଜଧାନୀରୁ ଆଉ ୩୫୪ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୧୮

4/10/2020 at 6:43 PM

ଭୁବନେଶ୍ୱର, ୦୪ ।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୫୪  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୨୩୦ରେ ପହଞ୍ଚିଛି । ରବିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୦୮ ଜଣ ରହିଥିବା ବେଳେ ୨୪୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୧୮ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୫୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୨ ଜଣଙ୍କର ମୃତ୍ୟୁ ହୋଇଛି ।  

   Related Posts