Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ରାଜ୍ୟରେ ଚିହ୍ନଟ ହେଲେ ୩୬୧୫ କରୋନା ସଂକ୍ରମିତ, ୨୨୨୭୩୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

1/10/2020 at 11:45 AM

ଭୁବନେଶ୍ବର ୧୧୦: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୬୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୨୭୩୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୧୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୯୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮୮ଜଣ, ବାଲେଶ୍ବର ଜିଲ୍ଲାରୁ ୯୬ଜଣ, ବରଗଡ଼ ଜିଲ୍ଲାରୁ ୮୬ଜଣ, ଭଦ୍ରକ ଜିଲ୍ଲାରୁ ୬୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୧ଜଣ, ବୌଦ୍ଧ ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୩୭୧ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୦ଜଣ, ଗଜପତି ଜିଲ୍ଲାରୁ ୨୯ଜଣ, ଗଞ୍ଜାମ ଜିଲ୍ଲାରୁ ୪୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮୩ଜଣ, ଯାଜପୁର ଜିଲ୍ଲାରୁ ୧୪୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦୬ଜଣ, କନ୍ଧମାଳ ଜିଲ୍ଲାରୁ ୫୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୭୧ଜଣ, କୋରାପୁଟ ଜିଲ୍ଲାରୁ ୪୭ଜଣ, ମାଲକାନଗିରି ଜିଲ୍ଲାରୁ ୧୨୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୭ଜଣ, ନୟାଗଡ଼ ଜିଲ୍ଲାରୁ ୬୪ଜଣ, ନୂଆପଡ଼ା ଜିଲ୍ଲାରୁ ୬୬ଜଣ, ପୁରୀ ଜିଲ୍ଲାରୁ ୧୯୭ଜଣ, ରାୟଗଡ଼ା ଜିଲ୍ଲାରୁ ୩୯ଜଣ, ସମ୍ବଲପୁର ଜିଲ୍ଲାରୁ ୭୩ଜଣ, ସୋନପୁର ଜିଲ୍ଲାରୁ ୭୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୩ଜଣ, ଷ୍ଟେଟ ପୁଲ୍‌ରୁ ୨୪୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୨୭୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୧୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୫୭୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୦୬୪୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts