Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ରାଜଧାନୀରୁ ଆଉ ୩୬୨ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୪୦୬

16/09/2020 at 4:35 PM

ଭୁବନେଶ୍ୱର ୧୬ ।୦୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୬୨ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୯୫ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୬ ଜଣ ରହିଥିବା ବେଳେ ୨୮୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୪୦୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୫୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୪ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts