Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||

ରାଜଧାନୀରେ ବଢୁଛି ସଂକ୍ରମଣ : ଭୁବନେଶ୍ବରରୁ ଦିନକରେ ୩୬୯ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୫ ସୁସ୍ଥ

21/07/2021 at 8:43 PM

ଭୁବନେଶ୍ବର୨୧/୦୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ୍ ପୁଣି ବଢିଛି । ସୁସ୍ଥଙ୍କ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୬୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୬୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୩୦୪ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୬, ୭୯୧ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୯୪,୪୭୬ ଜଣ ସୁସ୍ଥ ହୋଇସାରିଛନ୍ତି । ୬୮୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୬୧୧ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୨୩୫ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୩୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

   Related Posts