Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଭୁବନେଶ୍ବରରୁ ଦିନକରେ ୩୭୧ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୧ ସୁସ୍ଥ

25/07/2021 at 7:44 PM

ଭୁବନେଶ୍ବର ୨୫/୦୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ୍ ଖସୁଛି କିନ୍ତୁ ସୁସ୍ଥଙ୍କ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୭୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୦୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୬୩ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୮, ୦୬୬ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୯୫,୩୦୬ ଜଣ ସୁସ୍ଥ ହୋଇସାରିଛନ୍ତି । ୭୫୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୯୮୮ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୨୩୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୨୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

   Related Posts