ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୭୨ କରୋନା ସଂକ୍ରମିତ, ୩୨୬୨୩୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
20/12/2020 at 11:45 AM

ଭୁବନେଶ୍ବର ୨୦।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୭୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୨୩୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୫୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 19th December
— I & PR Department, Odisha (@IPR_Odisha) December 20, 2020
New Positive Cases: 372
In quarantine: 214
Local contacts: 158
(Details of local contacts will be shared by concerned District Administration)
District Wise Cases:
1. Angul: 50
2. Balasore: 15
3. Bargarh: 10
4. Balangir: 12
5. Boudh: 3
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ ପୁଲ୍ରୁ ୯ଜଣ ରହିଛନ୍ତି ।
22. Nayagarh: 3
— I & PR Department, Odisha (@IPR_Odisha) December 20, 2020
23. Nuapada: 12
24. Puri: 28
25. Rayagada: 4
26. Sambalpur: 18
27. Sundargarh: 47
28. State Pool: 9
New recoveries: 362
Cumulative tested: 6603613
Positive: 326233
Recovered: 321309
Active cases: 3035
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୬୨୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୩୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୧୩୦୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୬୦୩୬୧୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।