Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

ଭୁବନେଶ୍ୱରରେ ଆଉ ୩୮ କରୋନା ଆକ୍ରାନ୍ତ ଚିହ୍ନଟ, ହୋମ୍ କ୍ୱାରେଣ୍ଟାଇନରୁ ୨୫, ୧୩ ଜଣ ସ୍ଥାନୀୟ ସଂକ୍ରମିତ

25/06/2020 at 2:47 PM

ଭୁବନେଶ୍ୱର, ୨୫|୦୬: ଗୁରୁବାର ରାଜଧାନୀ ଭୁବନେଶ୍ୱରରେ ଆଉ ୩୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୫୮କୁ ବୃଦ୍ଧି ପାଇଛି ।

ରାଜଧାନୀରେ ଚିହ୍ନଟ ହୋଇଥିବା ୩୮ ଜଣଙ୍କ ମଧ୍ୟରୁ ୨୫ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୧୩ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।  ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରୁ ୪ଜଣ ଶିରିପୁର ଲକ୍ଷ୍ମୀବଜାର ବସ୍ତିର ଅଟନ୍ତି । ଏମାନଙ୍କ ମଧ୍ୟରେ ୧୪ ଓ ୧୮ ବର୍ଷର ୨ ମହିଳା ଥିବା ବେଳେ ୧୧ ଓ ୨୨ ବର୍ଷର ଦୁଇଜଣ ବ୍ୟକ୍ତି ଅଛନ୍ତି । ସେହିପରି ଚକେଇସିଆଣି ହାଡବାଇ ବସ୍ତିର ୪୬ ବର୍ଷର ବ୍ୟକ୍ତି, ଏକ ଘରୋଇ ହସ୍ପିଟାଲର ୨୨ ବର୍ଷର ମହିଲା ଓ ୨୪ ଏବଂ ୨୬ ବର୍ଷର ୨ଜଜଣ ବ୍ୟକ୍ତି ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି ।

ଏତ୍ତ ବ୍ୟତୀତ ଆଉଏକ ଘରୋଇ ହସ୍ପିଟାଲର ଜଣେ ୩୯ ବର୍ଷର ବ୍ୟକ୍ତି, ମଞ୍ଚେଶ୍ୱରର ଜଣେ ୩୯ ବର୍ଷର ବ୍ୟକ୍ତି ଓ ଭିଏସଏସ ନଗରର ଜଣେ ୩୫ ବର୍ଷର ବ୍ୟକ୍ତି ମଧ୍ୟ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  

   Related Posts