Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ବଢିଲାଣି ଚିନ୍ତା, ଓମିକ୍ରନ୍‌ ରିସ୍କ ଦେଶରୁ ଓଡିଶା ଫେରିଛନ୍ତି ୩୮୦

2/12/2021 at 12:26 PM

ଭୁବନେଶ୍ୱର ୦୨।୧୨: ଓମିକ୍ରନ୍‌ ବଢାଇଲାଣି ଚିନ୍ତା । ଓମିକ୍ରନ୍‌ ରିସ୍କ ଦେଶରୁ ଓଡିଶାକୁ ବର୍ତ୍ତମାନ ଫେରିଛନ୍ତି ୩୮୦ଜଣ । ସମସ୍ତଙ୍କର ଟେଷ୍ଟ ହୋଇଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଓମିକ୍ରନ୍‌ ରିସ୍କ ଥିବା ଦେଶରୁ ଓଡିଶା ଏବେ ଯାଏଁ ଫେରିଛନ୍ତି ୩୮୦ ଜଣ । ୨୮ ତାରିଖ ସୁଦ୍ଧା ଓଡିଶାକୁ ଆସିଛନ୍ତି ୨୨୪ଜଣ । ଏହାପରେ ୨୯ ତାରିଖରେ ଆଉ ୧୫୬ଜଣ ଆସିଛନ୍ତି । ସମସ୍ତଙ୍କର ଟେଷ୍ଟ ହୋଇଛି । ଯଦି ଏହି ଟେଷ୍ଟରେ ସେମାନଙ୍କର ନେଗେଟିଭ୍‌ ଆସିଲା । ତେବେ ସେମାନଙ୍କୁ ୭ଦିନ ସଙ୍ଗରୋଧରେ ରହିବାକୁ ପଡିବ । କେନ୍ଦ୍ର ରାଜ୍ୟ ସରକାରଙ୍କ ଗାଇଡ଼ଲାଇନ୍‌ ଅନୁସାରେ ସମସ୍ତ କାର୍ଯ୍ୟ ଚାଲୁ ରହିଛି ।

ସେହିପରି ବିଦେଶ ଫେରନ୍ତାଙ୍କ ଲିଷ୍ଟ ଜିଲ୍ଲା ପ୍ରଶାସନକୁ ଦିଆଯାଇଛି । ସେମାନଙ୍କ ଉପରେ  ଲଗାତର ଭାବେ ପ୍ରଶାସନ ନଜର ରଖିଛି । ଗାଇଡ଼ ଲାଇନ୍‌ ଅନୁସାରେ ସମସ୍ତ କାର୍ଯ୍ୟ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।

   Related Posts