Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଭୁବନେଶ୍ବରରୁ ଦିନକରେ ୩୮୯ ଆକ୍ରାନ୍ତ ଚିହ୍ନଟ, ୯୮୮ ସୁସ୍ଥ

15/06/2021 at 7:21 PM

ଭୁବନେଶ୍ବର ୧୫/ ୦୬ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୮୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୫୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୩୩୮ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୪,୮୩୬। ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୮୦, ୯୭୦ ଜଣ ସୁସ୍ଥ ହୋଇସାରିଛନ୍ତି । ୩୮୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ହଜାର ୪୬୧ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୯୮୮ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

   Related Posts