Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ରାଜଧାନୀରୁ ଆଉ ୩୯୫ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୨୭୯

13/09/2020 at 4:27 PM

ଭୁବନେଶ୍ୱର ୧୩।୦୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୯୫ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୨୪୦ରେ ପହଞ୍ଚିଛି । ରବିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୬ ଜଣ ରହିଥିବା ବେଳେ ୨୭୯ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୬୦୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୨୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୭୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୪୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୨ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts