Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୨୨ କୋଭିଡ୍ ସଂକ୍ରମିତ, ୩୩୩୫୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ରାସ୍ତାରେ ଠିଆ ହୋଇଥିବା ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବସ୍, ୫ ଯାତ୍ରୀ ଗୁରୁତର
  • ||
  • ଯାଜପୁର : ରାସ୍ତା ପାର ହେଉଥିବା ବେଳେ ମାଡିଗଲା ଟ୍ରାକ୍ଟର, ଚାଲିଗଲା ବୃଦ୍ଧାଙ୍କ ଜୀବନ
  • ||

ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କଲେ ୩ବନ୍ଧୁ : ମାମଲା ରୁଜୁ

25/05/2019 at 4:10 PM

ମଣ୍ଡି ୨୫/୫: ହିମାଚଳ ପ୍ରଦେଶର ମଣ୍ଡି ଜିଲ୍ଲାର ଜୋଗେନ୍ଦ୍ରନଗର ଉପମଣ୍ଡଳର ଜଣେ ନାବାଳିକାଙ୍କ ଅଶ୍ଳୀଳ ଫଟୋ ସୋଶିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଜୋଗେନ୍ଦ୍ରନଗର ଥାନା ପୋଲିସ୍ ପରିବାର ଲୋକଙ୍କ ଅଭିଯୋଗରେ ଆଇଟି ଆକ୍ଟ ଏବଂ ଅନ୍ୟାନ୍ୟ ଧାରା ଅନୁସାରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରି ଦେଇଛି।

ନାବାଳିକାଙ୍କ ବୟସ ୧୫ବର୍ଷ ବୋଲି ଜଣା ପଡ଼ିଛି। ସେ ଦଶମ ଶ୍ରେଣୀରେ ପଢ଼ନ୍ତି। ନାବାଳିକାଙ୍କ ଅଭିଭାବକଙ୍କୁ କେହି ଜଣେ କହିଥିଲେ ଯେ ତାଙ୍କ ଝିଅର ଫଟୋ କିଭଳି ସୋଶିଆଲ ମିଡିଆରେ ଭାଇରାଲ ହେଉଛି। ଏହି ମାମଲାରେ ୩ଜଣ ଯୁବକ ସଂଶ୍ଲିଷ୍ଟ ଥିବା ସୂଚନା ମିଳିଛି।   

   Related Posts