Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

କଳା ପଲସରରେ ଆସି ଦୁର୍ବୃତ୍ତ ଝାମ୍ପିନେଲେ ୩ଲକ୍ଷ ଟଙ୍କା

6/03/2019 at 3:30 PM

ଖୋର୍ଦ୍ଧା ୬/୩: ଆଜି ଅପରାହ୍ନ ୩ଟା ସମୟରେ ୧୬ ନଂ ଜାତୀୟ ରାଜପଥର ଖୋର୍ଦ୍ଧା ନିକଟସ୍ଥ ତୋଟାପଡା ଛକରେ ରମାକାନ୍ତ ନାଥଙ୍କ ଠାରୁ ପଲସରରେ ଆସି ଝାମ୍ପିନେଲେ ୩ ଲକ୍ଷ ଟଙ୍କା । କାଳୁପଡା ନିକଟସ୍ଥ ରାଜେନ୍ଦ୍ରପୁର ଗ୍ରାମର ରମାକାନ୍ତ ନାଥ ଖୋର୍ଦ୍ଧା ଷ୍ଟେଟ ବ୍ୟାଙ୍କରୁ ନିଜ ପତ୍ନୀଙ୍କ ଚିକିତ୍ସା ନିମନ୍ତେ ୩ଲକ୍ଷ ଟଙ୍କା ଉଠାଇ ନିଜ ମଟରସାଇକେଲରେ କାଳୁପଡା ଅଭିମୁଖେ ଯାଉଥିବାବେଳେ ଏକ କଳା ପଲସରରେ ଦୁର୍ବୁର୍ତ୍ତ ମାନେ ଆସି ସେ ନିଜ କାନ୍ଧରେ ଥିବା ଟଙ୍କା ଭର୍ତି ବ୍ୟାଗକୁ ଝାମ୍ପିନେଇଥିଲେ । ଏନେଇ ରମାକାନ୍ତ ଖୋର୍ଦ୍ଧା ଆଦର୍ଶ ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଜାରି ରଖିଛି।

   Related Posts