Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ପୁରୀ ନାବାଳିକା ଗଣ ଦୁଷ୍କର୍ମ ମାମଲାରୁ ତୃତୀୟ ଅଭିଯୁକ୍ତ ଗିରଫ

6/12/2019 at 11:41 PM

ପୁରୀ – ପୁରୀରେ ପୁଲିସ କ୍ୱାଟର୍ସରେ ନାବାଳିକାକୁ ଗଣ ଦୁଷ୍କର୍ମ ମାମଲାର ତୃତୀୟ ଅଭିଯୁକ୍ତକୁ ପୁଲିସ ଗିରଫ କରିଛି । ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଜିତେନ୍ଦ୍ର ସେଠୀ
ଓ ରାଜେଶ ସେଠୀଙ୍କୁ ପୁଲିସ ଗିରଫ କରିଛି । ଏମାନଙ୍କ ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ଜେଲ୍‌କୁ ପଠାଯାଇଛି ।
ରାମଚନ୍ଦ୍ର ପ୍ରଧାନକୁ ବ୍ରହ୍ମଗିରି ଥାନା ଆଳିଆପୁଟୁରୁ ଗିରଫ କରାଯାଇଛି ।

   Related Posts