ଜୁନ ୩ର ରାଶିଫଳ: ଜାଣନ୍ତୁ କେଉଁ ରାଶି ପାଇଁ କେମିତି କଟିବ ଆସନ୍ତାକାଲି

Published By : Prameya-News7 Bureau | June 02, 2021 IST

ମେଷ – ଗୁରୁବାର ଆପଣଙ୍କ ଶୁଭଯାତ୍ରା ନିଯୁକ୍ତି ସୁଯୋଗ ସୃଷ୍ଟି କରିପାରେ । କ୍ରୋଧ ସମ୍ବରଣ କଲେ ବହୁ ଶୁଭଫଳ ପ୍ରାପ୍ତି ହେବ । ବଦଖର୍ଚ୍ଚୀ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ଶୁଭ ରଙ୍ଗ କ୍ରୀମ୍। ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୁଖୀ ହେବେ ।

ବୃଷ – ଚଞ୍ଚଳମନା ହେବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରେ ପ୍ରଚୁର ଧନ ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - ଉଦାର ସ୍ୱଭାବର ହେବେ । ଦାନ-ଧର୍ମକୁ ଶ୍ରେୟ ମଣି ପାରନ୍ତି । ବ୍ୟକ୍ତିବିଶେଷ ଭାବେ ନିଜର ପରିଚୟ ସୃଷ୍ଟି କରିବେ । ପ୍ରେମୀ ଓ ବୁଦ୍ଧିମାନ ଏବଂ କୃଷିକର୍ମକାରୀ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ – ସୁଖ ସନ୍ତୋଷ ଲାଭ କରିପାରନ୍ତି । ମନ ପ୍ରସନ୍ନ ରହିବ । ଧର୍ମପରାୟଣ ହେବେ । ଅମାୟିକ ବ୍ୟବହାର ଓ ମଧୁରଭାଷୀ ଆପଣଙ୍କୁ ମହାନ୍ କରି ଗଢି ତୋଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ଶ୍ରମ ସାର୍ଥକ ହେବ । ପରମ ଭାଗ୍ୟଶାଳୀ, ମଧୁରଭାଷୀ, ଶାନ୍ତିପ୍ରିୟ, ଉଦାର ଓ ବିଦ୍ୟାପ୍ରେମୀ ହେବେ । ସହନଶୀଳ ହୋଇପାରନ୍ତି । ମିତ୍ରମାନଙ୍କ ସାନ୍ନିଧ୍ୟ ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟର ମାର୍ଗ ଉନ୍‌-ମୁକ୍ତ ରହିବ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନ ଲାଭ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ତୁଳା – ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ଏକାନ୍ତରେ ସମୟ କଟାଇବାକୁ ଇଚ୍ଛା କରିବେ । ଆଖିରେ ସାମାନ୍ୟ ଯନ୍ତ୍ରଣା ଦେଖା ଦେଇ ପାରେ । କଥନଶୈଳୀରେ ବ୍ୟକ୍ତିତ୍ୱର ବିକାଶ ଘଟାଇ ପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ବିଛା – ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ,ଚଞ୍ଚଳମନା ଓ ସରକାରୀ ସ୍ତରରୁ ଧନ ପ୍ରାପ୍ତି ସହ ସମ୍ମାନିତ ହେବେ । ସନ୍ତାନମାନେ ଗୁଣୀ ହେଇପାରିବେ । ରାଜଯୋଗ ଭୋଗ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ଧନୁ – କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳ ଉଦ୍ଧାରକ ଓ ଦୟାଳୁ ସ୍ୱଭାବର ହେବେ । ମନ ପ୍ରସନ୍ନ ରହିବ। ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିବେ । ପରିବାର ପ୍ରତି ସ୍ନେହ ଭାବ ରହିବ । ଶୁଭ ରଙ୍ଗ ନାରଙ୍ଗୀ। ଶୁଭ ଅଙ୍କ ୪ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମକର – ଆଳସ୍ୟ ପରାୟଣ ହୋଇପାରନ୍ତି । ଭାଗ୍ୟଶାଳୀ ଓ ବହୁ ସୁଖର ଅଧିକାରୀ ହେବେ । ଭୋଗ-ବିଳାସରେ ସମୟ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ  - ପ୍ରତିହିଂସାପରାୟଣ ହୋଇପାରନ୍ତି । ଯେସାକୁ ତେସା ନୀତି ପ୍ରୟୋଗ କରିବାକୁ ବାଧ୍ୟ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ସହ-ଯୋଗୀ ବ୍ୟବସାୟ ଲାଭଜନକ ହେବ। ମନ ପ୍ରଫୁଲ୍ଲ ରହିବ । ଶୁଭ ରଙ୍ଗ କ୍ରୀମ୍। ଶୁଭ ଅଙ୍କ ୩ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ମୀନ - ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ଏବଂ ନିଜ କାମ ପାଇଁ ଗର୍ବିତ ହେବେ । ସମାଜ ସେବାରେ ନିଜକୁ ନିୟୋଜିତ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.