Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||

ଜାମ୍ମୁରେ ପୁଣି କାଠୁଆ କାଣ୍ଡ : ୩ବର୍ଷର ଶିଶୁକୁ ଦୁଷ୍କର୍ମ କଲା ମଦ୍ୟପ

11/03/2020 at 3:50 PM

କାଠୁଆ ୧୧/୩: ଜାମ୍ମୁ-କାଶ୍ମୀରର କାଠୁଆ ଜିଲ୍ଲାରେ ଏକ ହୃଦୟବିଦାରକ ଘଟଣା ସାମନାକୁ ଆସିଛି। ମଙ୍ଗଳବାର ହୋଲି ଦିନ ମଦ ନିଶାରେ ଜଣେ ବ୍ୟକ୍ତି ୩ବର୍ଷର ଶିଶୁକୁ ଦୁଷ୍କର୍ମ କରିଛି। ଶିଶୁଟି ଯନ୍ତ୍ରଣାରେ ଛଟପଟ ହେଉଥିବାବେଳେ ସ୍ଥାନୀୟ ଲୋକେ ତାଙ୍କୁ ହସ୍ପିଟାଲରେ ଭର୍ତି କରିଛନ୍ତି।

ପୋଲିସ୍ ଅଭିଯୁକ୍ତକୁ ଗିରଫ କରିଛି। ସେ ନିଜ ଦୋଷ ମଧ୍ୟ ସ୍ବୀକାର କରିଛି। ପୀଡ଼ିତ ଶିଶୁକୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଠାରେ ତା’ର ଚିକିତ୍ସା ଚାଲିଛି। ପୀଡ଼ିତା ଶିଶୁର ପରିବାର ଲୋକେ ଦୋଷୀକୁ ଫାଶୀ ଦଣ୍ଡ ଦିଆଯିବାକୁ ଗୁହାରୀ କରିଛନ୍ତି।

   Related Posts