Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୦୩ କରୋନା ଆକ୍ରାନ୍ତ
  • ||
  • ମେ’ ୧୩ରେ ପିପିଲି ଉପନିର୍ବାଚନ
  • ||
  • ଆଜି ରାତି ୮ରେ ପିଏମ୍‌ ମୋଦୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଉଦଳା : ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ ! ଥାନାରେ ମାମଲା, ଅଭିଯୁକ୍ତ ଫେରାର
  • ||
  • ଲମତାପୁଟ : ୩ଦିନ ପରେ ଯୁବକଙ୍କ ମୃତଦେହ ଉଦ୍ଧାର, ପାତାଳୀ ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ଥିଲେ
  • ||
  • ଉଦଳା : ବାଇକ୍‌କୁ ପିଟିଲା ଟ୍ରାକ୍ଟର, ଅଧ୍ୟାପକଙ୍କ ମୃତ୍ୟୁ, ଟ୍ରାକ୍ଟର ନେଇ ଡ୍ରାଇଭର ଫେରାର
  • ||
  • ଭୁବନେଶ୍ବର : ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚାଲାଣକାରୀ, ୧୨ କିଲୋ ଓଜନର ଜୀବନ୍ତ ବଜ୍ରକାପ୍ତା ସହ ବ୍ୟବସାୟୀ ଗିରଫ
  • ||
  • ଯାଜପୁର ରୋଡ୍ : ରେଳ ଧାରଣାରୁ କିନ୍ନରଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କ ସହ ଥିଲା ପ୍ରେମ ସମ୍ପର୍କ
  • ||
  • ବ୍ରହ୍ମପୁର : ଭାରସାମ୍ୟ ହରାଇ ଓଲଟିଲା ‘ଶିବଶମ୍ଭୁ’, ୧୦ ଯାତ୍ରୀ ଆହତ
  • ||
  • ନବରଙ୍ଗପୁର : ନାଇଟ୍ କର୍ଫ୍ୟୁ ବେଳେ ବୁଲାଇଲେ କଳାକନା, ରୂପା ଗହଣା ଲୁଟ୍, ସୁନା ଅଳଙ୍କାର ଚୋରି ବେଳେ ବାଜିଲା ସାଇରନ୍
  • ||

ବାଦାମପାହାଡ଼ ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ: ବିପୁଳ ଦେଶୀ ମଦ ଜବତ, ୪ ଗିରଫ

24/02/2021 at 10:39 PM

ରାଇରଙ୍ଗପୁର-୨୪/୨: ଦିନକୁ ଦିନ ଚୋରା ଦେଶୀ ମଦ କାରବାର ବୃଦ୍ଧି ପାଉଥିବା ବେଳେ ଅବକାରୀ ବିଭାଗର ଚଢ଼ାଉ ମଧ୍ୟ ଜାରି ରହିଛି। ବାଦାମପାହାଡ଼ ଥାନା ଓ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଅବକାରୀ ବିଭାଗ ଅତର୍କିତ ଚଢ଼ାଉ କରି ୬୫ ଲିଟର ଚୋରା ଦେଶୀ ମଦ ଜବତ କରିବା ସହିତ ୧୨ ଶହ କି.ଗ୍ରା. ମହୁଲ ପଚ ନଷ୍ଟ କରିବା ସହିତ ଚାରି ଜଣ ଚୋରା ବ୍ୟବସାୟୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଦାମପାହାଡ଼ ଥାନା ଉକାମ ଗାଁର ଅଂଶୁ ମାଝୀ, ଗ୍ରାମାଞ୍ଚଳ ଥାନା ଖଜୁରିପଡାର ଧନୁସିଂ ପିଙ୍ଗୁଆ, ବଣକାଟି ଗାଁ ର ପ୍ରଦୀପ ବେହେରା ଓ ସୁମିତ୍ରା ମୁର୍ମୁ।

   Related Posts