Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣାକଲା ଆପ୍‌, ତାଲିକାରେ ଅନେକ ଉଚ୍ଚ ଶିକ୍ଷିତ
  • ||
  • ଆସେସ୍‌ ସିରିଜ୍ କବଜା କଲା ଅଷ୍ଟ୍ରେଲିଆ, ଇଂଲଣ୍ଡକୁ ୪-୦ରେ ମୂଳପୋଛ କରି ଇତିହାସ ରଚିଲା କଙ୍ଗାରୁ ବାହିନୀ
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ରେକର୍ଡ ୪୪୫୨ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୦୦୩ଜଣ ଡିସଚାର୍ଜ
  • ||
  • ମୋହନା: ଅଟୋ-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ, ୭ ଆହତ
  • ||
  • ବଣାଇ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟିକବାଟ
  • ||
  • ଟେକ୍ସାସରେ ୪ ଜଣଙ୍କୁ ପଣବନ୍ଦୀ : ପାକିସ୍ତାନୀ ବୈଜ୍ଞାନିକଙ୍କୁ ମୁକ୍ତ କରିବାକୁ ଦାବି, ଘଟଣାସ୍ଥଳରେ ଏଫବିଆଇ ଓ ସ୍ୱାଟ୍ ଟିମ୍
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଡେଇଁଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୧୭୭ କୋଭିଡ୍ ପଜିଟିଭ୍, ୧୧୩୩୯୧୨ରେ ପହଞ୍ଚିଲା ସଂଖ୍ୟା
  • ||
  • ନିଶାରେ ୩ ବାଇକକୁ ଧକ୍କା ଦେଲେ କାର୍ ଡ୍ରାଇଭର, ଓଲଟା ପୋଲିସକୁ କଲେ ଗାଳିଗୁଲଜ
  • ||
  • ଫାଟିଗଲା ମୋବାଇଲ ବ୍ୟାଟେରୀ, ନାବାଳକ ଗୁରୁତର : ପଥରରେ ଛେଚୁଥିବା ବେଳେ ଅଘଟଣ
  • ||

କୁକୁଡ଼ା ଫାର୍ମରେ ବିଦେଶୀ ମଦ ଫାକ୍ଟ୍ରି : ୪ ଜଣଙ୍କୁ ଗିରଫ କଲା ପୋଲିସ

8/09/2019 at 8:29 AM

ଗଞ୍ଜାମ ୮/୯: କୁକୁଡ଼ା ଫାର୍ମରେ ବିଦେଶୀ ମଦ ଫାକ୍ଟ୍ରି । ଗତକାଲି ରାତିରେ ଦିଗପହଣ୍ଡି ଆଇଆଇସି ବୀରପଟଣା ଗାଁରେ ଥିବା ଏକ କୁକୁଡ଼ା ଫାର୍ମ ଉପରେ ଚଢାଉ କରିଥିଲେ ।

ଚଢାଉ ବେଳେ ପେଲିସ ୪୬ଟି କାର୍ଟୁନରେ ଭର୍ତି ହୋଇଥିବା ୨୦୨୮ଟି ନକଲି ବିଦେଶୀ ମଦ ବୋତଲ, ୮୦ ଲିଟର ୩୬୪ଟି ପ୍ରିପେର ଜାର, ୨୮୦ ଲିଟର ସ୍ପିରିଟ, ମେସିନ, ୨ବସ୍ତା ଲେବୁଲ, ୨ବସ୍ତା ଖାଲି ବୋତଲ, ୧୦ବସ୍ତା ଠିପି, ବହୁଳ ପରିମାଣରେ ମଦ ତିଆରି ସାମଗ୍ରୀ ଜବତ କରିଛି । ଘଟଣାରେ ୪ଜଣଙ୍କୁ ଅଟକ ରଖିବା ସହ ମଦ ବୋଝେଇ ଏକ ଅଟୋକୁ ବି ଜବତ କରିଛି ପୋଲିସ । ଗିରଫ ଅଭିଯୁକ୍ତ ହେଲେ ହୃଷିକେଶ ଗୌଡ଼, ପ୍ରଦୀପ ସାହୁ, ଟୁଟୁ ଦାସ, ଦଣ୍ଡପାଣି ଡାକୁଆ ।

   Related Posts