Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ବ୍ରହ୍ମପୁର ୪ ଦିନ ସଟ୍‌ଡାଉନ୍: ଘୋଷଣା କଲେ ଜିଲ୍ଲାପାଳ, କେବଳ ଖୋଲା ରହିବ ଜରୁରୀ ସେବା

25/06/2020 at 9:23 PM

ବ୍ରହ୍ମପୁର୨୫/୬: ବ୍ରହ୍ମପୁର ସହରକୁ  ୪ ଦିନ ପାଇଁ ସଟଡାଉନ୍ ଘୋଷଣା କଲେ ଗଞ୍ଜାମ ଜିଲ୍ଲା ପ୍ରଶାସନ। ଆସନ୍ତା ୨୭ ତାରିଖ ଠାରୁ ୩୦ ତାରିଖ ୪ ଦିନ ପର୍ଯ୍ୟନ୍ତ ସଟ ଡାଉନ୍ ଘୋଷଣା କରାଯାଇଛି। ସ୍ବାସ୍ଥ୍ୟାସେବା ଓ କ୍ଷୀର ବଣ୍ଟନ ବ୍ୟତୀତ ଅନ୍ୟ ସମସ୍ତ ଦୋକାନ ବନ୍ଦ ରହିବ।  ଦିନକୁ ଦିନ ଗଞ୍ଜାମ ଜିଲ୍ଳାରେ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମିତ ତାଲିକାରେ ଗଞ୍ଜାମ ଜିଲ୍ଲା ଆଗରେ ରହିଛି। କରୋନା ମୁକାବିଲାରେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। କିନ୍ତୁ ଏହି ସମୟରେ କରୋନା ମୁକାବିଲା ନେଇ ଗଞ୍ଜାମ  ଜିଲ୍ଲା ପ୍ରଶାସନ ଅଣ୍ଟା ଭିଡିଛି। ସେଥିପାଇଁ  ଜିଲ୍ଲା ପ୍ରଶାସନ ବ୍ରହ୍ମପୁର ସହରକୁ ୪ ଦିନ ପାଇଁ ସଟ୍‌ଡାଉନ୍ ଘୋଷଣା କରିଛି। ଏହାସହ ୭୦ଟି ଟିମ୍ ଡୋର ଟୁ ଡୋର ବୁଲି ସ୍କ୍ରିନିଂ କରିବେ।  ପ୍ରେମମିଟ୍ କରି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ  ଏ ସଂପର୍କରେ ସୂଚନ ଦେଇଛନ୍ତି।

   Related Posts