Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବୈତରଣୀ ନଦୀ ପୋଲ ଉପରେ ୬ଫୁଟର ପାଣି, କେନ୍ଦୁଝରରୁ କୋଲକତାକୁ ଯୋଗାଯୋଗ ବିଚ୍ଛିନ୍ନ

27/05/2021 at 10:42 AM

ପାଟଣା ୨୭।୫: ବାତ୍ୟା ‘ୟାସ୍’ ପ୍ରଭାବରେ କେନ୍ଦୁଝର ଜିଲ୍ଲାରେ ତୁହାକୁ ତୁହା ବର୍ଷା ୩ ଦିନ ହେବେ ଲାଗି ରହିଛି । ଫଳରେ ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ବୈତରଣୀ ପୋଲ ଉପରେ ୬ ଫୁଟର ବନ୍ୟା ଜଳ ପ୍ରବାହିତ ହେଉଛି ।

ବୁଧବାର ବିଳମ୍ବିତ ରାତି ୩ଟାରୁ ବୈତରଣୀ ପୋଲ ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି । ଫଳରେ କେନ୍ଦୁଝରଠାରୁ ଯଶୀପୁର, ବାରିପଦା, କଲିକତାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଉଭୟ ପାର୍ଶ୍ବରେ ଶହ ଶହ ଗାଡି ମଟର ଅଟକି ରହିଛି ।

ସେପଟେ ପାଟଣା-ଢେଙ୍କିକୋଟ ରାସ୍ତାର ସ୍ବାମ ନାଳର ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ପାଟଣା-ଢେଙ୍କିକୋଟକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ବାତ୍ୟା ‘ୟାସ୍’ ପ୍ରଭାବରେ ବିଭିନ୍ନ ଅଞ୍ଚଳରେ ଅନେକ କଚ୍ଚା ଘର ଭାଙ୍ଗି ଯାଇଥିବା ସୂଚନା ମିଳିଛି ।

   Related Posts