Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର : ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ

26/10/2020 at 2:06 PM

ପାରାଦୀପ ୨୬।୧୦: ସମୁଦ୍ରରେ ବୁଡି ଗଲା ମାଛଧରା ଟ୍ରଲର । ସମୁଦ୍ର ଭିତରେ ବୁଡ଼ି ରହିଥିବା ବ୍ଲାକରୋଜ ଜାହାଜରେ ପିଟି ହୋଇ ଟ୍ରଲର ବୁଡି ଯାଇଥିବା ସୂଚନା ମିଳିଛି । ଟ୍ରଲରରେ ଥିବା ୫ ଜଣ ମତ୍ସ୍ୟଜୀବୀ ଉଦ୍ଧାର ହୋଇଥିବା ବେଳେ ୪ ଜଣ ମତ୍ସ୍ୟଜୀବୀ ନିଖୋଜ ଅଛନ୍ତି । ନିଖୋଜ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

   Related Posts