Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

କଲଭର୍ଟରେ ପିଟିହେଲା କାର , ୪ ଗୁରୁତର

9/03/2020 at 10:51 AM

ଭଦ୍ରକ ୯/୩: କଲଭର୍ଟରେ କାର୍ ପିଟି ହୋଇ ୪ଜଣ ଗୁରୁତର ହୋଇଛନ୍ତି।୧୬ନଂ ଜାତୀୟ ରାଜପଥ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଡାହାଲା ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଶିଶୁ ସମେତ ୪ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ୱେଷ୍ଟବେଙ୍ଗଲରୁ କଟକ ଅଭିମୁଖେ ଯାଉଥିବା କାର୍ ଭାରସାମ୍ୟ ହରାଇ ଡାହାଲା ଛକ ନିକଟରେ କଲଭର୍ଟକୁ ପିଟିବାରୁ ଦୁର୍ଘଟଣା ଘଟିଥିବାର ସୂଚନା ମିଳିଛି ।

 ଦୁର୍ଘଟଣାରେ ଶିକାର ସମସ୍ତ ଆହତ ବ୍ୟକ୍ତି ଙ୍କ ଘର ପଶ୍ଚିମବଙ୍ଗ ଅଞ୍ଚଳର ବୋଲି ସୂଚନା ମିଳିଛି । ଆହତ ମାନଙ୍କୁ ଭଣ୍ଡାରିପୋଖରୀ ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପରେ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି ।

   Related Posts