Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାର୍ଦ୍ଦିକ ୩୦ ବଲ୍‌ରୁ ୪୦ ରନର ମ୍ୟାଚ୍ ବିଜୟୀ ଅପରାଜିତ ଇନିଂସ ଖେଳିଛନ୍ତି। କିରଣ ପୋଲାର୍ଡ ୧୫ ରନରେ ଅପରାଜିତ ଥିଲେ।
  • ||
  • ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇଲା ଗାଡ଼ି, ଜଣେ ମୃତ, ଜଣେ ଗୁରୁତର
  • ||
  • ସିଦ୍ଧୁଙ୍କ ଇସ୍ତଫା ପତ୍ର ସ୍ଵୀକାର କଲେନି କଂଗ୍ରେସ ହାଇକମାଣ୍ଡ, ନିଜ ସ୍ତରରେ ସମାଧାନ କରିବାକୁ ରାଜ୍ୟ ନେତାଙ୍କୁ ଦେଲେ ନିର୍ଦ୍ଦେଶ
  • ||
  • IPL 2021: ଦିଲ୍ଲୀ କ୍ୟାପିଟାଲ୍ସର ବିଜୟରେ ଲାଗିଲା ବ୍ରେକ୍, ପନ୍ତଙ୍କ ଟିମ୍‌କୁ ୩ ଓ୍ଵିକେଟ୍‌ରେ ହରାଇଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • କଂଗ୍ରେସରେ ମିଶିଲେ କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ଵାଣୀ, ରାହୁଲଙ୍କ ଉପସ୍ଥିତିରେ ଗ୍ରହଣ କଲେ ସଦସ୍ୟତା
  • ||
  • ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଦିଲ୍ଲୀ ଏମ୍ସରେ ଭର୍ତ୍ତି
  • ||
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||

ଢେଙ୍କାନାଳରେ ମହୁମାଛି ଆକ୍ରମଣରେ ୪ଜଣ ଆହତ

26/11/2018 at 6:36 PM

ଢେଙ୍କାନାଳ ୨୬/୧୧: ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା ଡଙ୍ଗାପାଳ ଗ୍ରାମରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। ଆହତ ୪ ଜଣ ହେଲେ ସେହି ଗ୍ରାମର ତ୍ରିଲୋଚନ ମହାନ୍ତ,ବାସୁ ମହାରଣା ,ବାସନ୍ତୀ ମହାରଣା,ବନିତା ମହାରଣା।  ଆଜି ସକାଳୁ ବାସୁ ମହାରଣା ନିଜ ଧାନ କ୍ଷେତକୁ ଧାନ ବିଡା ଆଣିବା ପାଇଁ ଯାଉଥିବାବେଳେ ଆକ୍ରମଣ କରିଥିଲା। ବାସୁଙ୍କ ଚିତ୍କାର ଶୁଣି ତାଙ୍କୁ ବଞ୍ଚାଇବା ପାଇଁ ଯାଇଥିବା ତାଙ୍କ ସ୍ତ୍ରୀ ଓ ଝିଅ ସମେତ ଗ୍ରାମର ତ୍ରୀଲୋଚନ ମହାନ୍ତଙ୍କୁ ମହୁମାଛି ଆକ୍ରମଣ କରିଥିଲା। ଆହତ ୪ ଜଣ ଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ତାଙ୍କ ଅବସ୍ଥା ଠିକ୍ ଅଛି।

   Related Posts