Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||

କାଶ୍ମୀର ହନ୍ଦୱାଡାରେ ପୁଣି ଆତଙ୍କବାଦୀ ହମଲା:୪ ଯବାନ ସହିଦ

1/03/2019 at 6:45 PM

କାଶ୍ମୀର ୧/୩ : ଉତ୍ତର କାଶ୍ମୀର କୁପୱାଡା ଜିଲ୍ଲାରେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟରେ ୪ ସୁରକ୍ଷାକର୍ମୀ ସହିଦ ହୋଇଛନ୍ତି | ସିଆରପିଏଫର ଇନ୍ସପେକ୍ଟର, ଜଣେ କନେଷ୍ଟବଳ ଏବଂ ଜାମ୍ମୁ କାଶ୍ମୀର ପୋଲିସର ୨ ପୋଲିସକର୍ମୀ ସହିଦ ହୋଇଛନ୍ତି | ସୂଚନାଯୋଗ୍ୟ ଯେ, ଜଣେ ଆତଙ୍କବାଦୀକୁ ସୁରକ୍ଷାକର୍ମୀ ମରିଯାଇଥିବା ଭାବୁଥିଲେ | କିନ୍ତୁ ସେହି ଆତଙ୍କବାଦୀ ଏକ ଭଙ୍ଗା ଘରୁ ବାହାରି ମନ ଇଛା ଫାଇରିଙ୍ଗ କରିଥିଲା |


ଅଧିକାରୀଙ୍କ ସୂଚନା ଅନୁଯାୟୀ, ଆତଙ୍କବାଦୀ ଥିବା ନେଇ ଗୁଇନ୍ଦା ସୂଚନା ମିଳିବାପରେ ସୁରକ୍ଷାକର୍ମୀ ସ୍ଥାନୀୟ ଅଂଚଳକୁ ଘେରାଉ କରି ଚଢ଼ାଉ କରିଥିଲା | ଚଢ଼ାଉ ବେଳେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ବର୍ଷା କରିଥିଲେ | ଏକ ଭଙ୍ଗା ଘରେ ଆତଙ୍କବାଦୀ ଲୁଚି ରହିଥିଲେ |

   Related Posts