କରୋନା ନେଲା ଆଉ ୪ ଜଣଙ୍କ ଜୀବନ, ୮୩କୁ ଛୁଇଁଲା ମୃତ୍ୟୁ ସଂଖ୍ୟା

Published By : Prameya-News7 Bureau | July 17, 2020 IST

ଭୁବନେଶ୍ବର ୧୭/୭: ଓଡିଶାରେ କରୋନା ନେଲା ଆଉ ୪ ଜଣଙ୍କ ଜୀବନ। ଏହି ୪ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୩ କୁ ବୃଦ୍ଧି ପାଇଛି। ଏଥିସହିତ ଓଡିଶାରେ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ୧୬ହଜାର ୧୧୦କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ବିଟ୍ ସୂଚନା ଦିଆଯାଇଛି।  ୪ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୨ଜଣ, ଗଜପତିରୁ ଜଣେ ଓ ଅନୁଗୁଳରୁ ଜଣଙ୍କର ମୃତ୍ୟୁ ଘଟିଛି।

wp:core-embed/twitter {"url":"https://twitter.com/HFWOdisha/status/1283991979810947072?s=20","type":"rich","providerNameSlug":"twitter","className":""}
https://twitter.com/HFWOdisha/status/1283991979810947072?s=20
/wp:core-embed/twitter

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.