Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

କରୋନା ନେଲା ଆଉ ୪ ଜଣଙ୍କ ଜୀବନ, ୮୩କୁ ଛୁଇଁଲା ମୃତ୍ୟୁ ସଂଖ୍ୟା

17/07/2020 at 10:32 AM

ଭୁବନେଶ୍ବର ୧୭/୭: ଓଡିଶାରେ କରୋନା ନେଲା ଆଉ ୪ ଜଣଙ୍କ ଜୀବନ। ଏହି ୪ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୩ କୁ ବୃଦ୍ଧି ପାଇଛି। ଏଥିସହିତ ଓଡିଶାରେ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ୧୬ହଜାର ୧୧୦କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ବିଟ୍ ସୂଚନା ଦିଆଯାଇଛି।  ୪ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୨ଜଣ, ଗଜପତିରୁ ଜଣେ ଓ ଅନୁଗୁଳରୁ ଜଣଙ୍କର ମୃତ୍ୟୁ ଘଟିଛି।

   Related Posts