Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ରାଜ୍ୟରେ କରୋନା ନେଲା ଆଉ ୪ ମୁଣ୍ଡ, ମୃତ୍ୟୁସଂଖ୍ୟା ୪୨ ଛୁଇଁଲା

7/07/2020 at 10:52 AM

ଭୁବନେଶ୍ୱର, ୦୭ ।୦୭:   ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୪୨ରେ ପହଁଚିଛି ।

ପ୍ରାଣ ହରାଇଥିବା ସଂକ୍ରମିତମାନେ ହେଲେ ଗଞ୍ଜାମ ଜିଲ୍ଲାର ୭୦ ଓ ୬୦ ବର୍ଷର ଦୁଇ ଜଣ ବୃଦ୍ଧ  । ସେମାନେ ମଧୁମେହର ଶିକାର ଥିଲେ । ସେହିପରି ଆଉ ଜଣେ ହେଲେ ଗଞ୍ଜାମର ୫୩ ବର୍ଷର ଜଣେ ବ୍ୟକ୍ତି ।

ସେହିପରି କଟକର ଜଣେ ୪୮ ବର୍ଷୀୟ ବ୍ୟକ୍ତି ମଧ୍ୟ କରୋନାରେ ପ୍ରାଣ ହରାଇଛନ୍ତି । ସେ ଯକୃତ ରୋଗ ଓ ମଧୁମେହରେ ପୀଡିତ ଥିଲେ ।

   Related Posts