Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ

26/10/2021 at 8:23 AM

ନୂଆଦିଲ୍ଲୀ୨୬/୧୦: ରାଜଧାନୀ ଦିଲ୍ଲୀରେ ଅଭାବନୀୟ ଘଟଣା । ପୁରୁଣା ସୀମାପୁରୀ ଅଞ୍ଚଳରେ ଘଟିଛି ଏପରି ଘଟଣା । ଏଠାରେ ଥିବା ୩ ମହଲା କୋଠାରେ ନିଆଁ ଲାଗିଯିବା କାରଣରୁ ୪ ଜଣଙ୍କ ମୃତ୍ୟୁ ହୋଇଛି । ଭୋର ଭୋରୁ ଏପରି ଘଟଣା ଘଟିବା ଜଣାପଡିଛି ।

ତେବେ ଅଗ୍ନିକାଣ୍ଡର କାରଣ କଣ ତାହା ଏଯାଏଁ ଅସ୍ପଷ୍ଟ ରହିଛି । ସୂଚନା ଅନୁଯାୟୀ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି । ଖବର ପାଇ ଅଗ୍ନିଶମ ବାହିନୀ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।

   Related Posts