Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଅଗ୍ନିକାଣ୍ଡରେ ଜଳିଗଲା ପାଞ୍ଚ ବଖରା ଚାଳଛପର ଘର, ଅଳ୍ପକେ ବଞ୍ଚିଗଲା ୪ ଜୀବନ

2/10/2021 at 10:21 PM

ବାଙ୍କି, ୦୨/୧୦: କଟକ ଜିଲ୍ଲା ବାଙ୍କିବ୍ଲକ ଅନ୍ତର୍ଗତ ବ୍ରହ୍ମପୁର ପଂଚାୟତର ବିଲି ତେନ୍ତୁଳିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଗ୍ନିକାଣ୍ଡ ଘଟି ୪ ପରିବାରର ୫ ବଖରା ଘର ଜଳି ଯାଇଥିବା ଜଣାପଡ଼ିଛି । ଏଥିରେ ୪ ଜଣଙ୍କ ଜୀବନ ଅଳ୍ପକେ ବଞ୍ଚିଯାଇଛି । ଲକ୍ଷାଧିକ ଟଙ୍କାର ଆସବାବପତ୍ର ଜଳିପୋଡି ନଷ୍ଟ ହୋଇଯାଇଛି ।  ଗ୍ରାମବାସୀ ଓ ବାଙ୍କି ଅଗ୍ନିଶ୍ରମ ବାହିନୀଙ୍କ ଦ୍ୱାରା ନିଆଁକୁ  ଆୟତ୍ତ କରାଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଅଗ୍ନିବିପର୍ଣ୍ଣଙ୍କ ପରିବାର ଏବେ ସହାୟତା ଅପେକ୍ଷାରେ ଥିବା ଜଣାପଡ଼ିଛି ।

   Related Posts