Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନ୍ୟ ରାଜ୍ୟକୁ ବସ ସେବା ବନ୍ଦ, ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ସରକାରୀ ଅଫିସ, କୋଚିଂ ସେଣ୍ଟରରେ ଅଫ୍‌ଲାଇନ୍‌ କ୍ଲାସ୍‌ ମନା । ବିବାହ ପାଇଁ ସର୍ବାଧିକ ୫୦ ଜଣ ଏବଂ ଅନ୍ତିମ ସଂସ୍କାର ପାଇଁ ଅତିବେଶୀରେ ୨୦ ଜଣଙ୍କୁ ଅନୁମତି
  • ||
  • ବାକି ୨୦ ଜିଲ୍ଲାର ସହରାଞ୍ଚଳରେ କାଲିଠୁ ନାଇଟ୍‌ କର୍ଫ୍ୟୁ
  • ||
  • ଛତିଶଗଡ଼ ସୀମାନ୍ତ ୧୦ ଜିଲ୍ଲାର ସହରାଞ୍ଚଳରେ ବଦଳିଲା ନାଇଟ୍‌ କର୍ଫ୍ୟୁ ସମୟ
  • ||
  • ରାଜ୍ୟରେ ଫେରିଲା କୋଭିଡ୍‌ କଟକଣା
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ୍‌ ପର୍ଯ୍ୟବେକ୍ଷଣ ଦାୟିତ୍ୱ
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ ପର୍ଯ୍ୟବେକ୍ଷକ ଦାୟିତ୍ବ
  • ||
  • ଭଦ୍ରକ : ବୈତରଣୀ ନଦୀରେ ବୁଡି ଭାଇ-ଭଉଣୀଙ୍କ ସଲୀଳ ସମାଧି, ପିଉସୀଙ୍କ ଘରୁ ଫେରିବା ବେଳେ ଅଘଟଣ
  • ||
  • ମାଲକାନଗିରି : ମାନିଲେନି କୋଭିଡ୍ ନିୟମ, ସିଲ୍ ହେଲା ଦୋକାନ
  • ||
  • ଧର୍ମଗଡ : ଧର୍ମଗଡ ବଣିକ ସଂଘର ବଡ ନିଷ୍ପତ୍ତି, ଶନିବାର ଓ ରବିବାର ସଂପୂର୍ଣ୍ଣ ବନ୍ଦ ରହିବ ସହର
  • ||
  • କଟକ : ସ୍ବରେଜ ମ୍ୟାନ୍‌ହୋଲ୍‌ରେ ଶ୍ବାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ, ଜଣେ ଗୁରୁତର
  • ||

ଜମ୍ମୁ କଶ୍ମୀର ସୋପିଆନରେ ସୁରକ୍ଷାବାହିନୀର ଏନକାଉଣ୍ଟର : ଯବାନଙ୍କ ଗୁଳିରେ ଟଳିଲେ ୪ ଆତଙ୍କବାଦୀ

23/06/2019 at 10:37 AM

ସୋପିଆନ ୨୩/୬: ଜମ୍ମୁ କଶ୍ମୀର ସୋପିଆନରେ ସୁରକ୍ଷାବାହିନୀର ଏନକାଉଣ୍ଟର ହୋଇଛି ।  ୪ ଆତଙ୍କବାଦୀ ନିହତ ହୋଇଛନ୍ତି । ଆଜି ଭୋରରୁ ଯବାନ-ଆତଙ୍କବାଦୀ ଗୁଳି ବିନିମୟ ହୋଇଥିଲା । ସୁରକ୍ଷା କର୍ମୀଙ୍କ ଗୁଳିରେ ୪ ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି ।

ସ୍ଥାନୀୟ ଅଞ୍ଚଳରେ ଆତଙ୍କବାଦୀ ଚଳପ୍ରଚଳ କରୁଥିବା ନେଇ ସୁରକ୍ଷାବାହିନୀକୁ ସୂଚନା ମିଳିଥିଲା । ଏହା ପରେ ଯବାନମାନେ ଘଟଣାସ୍ଥଳରେ ପହଂଚି ଏନକାଉଣ୍ଟର କରିଥିଲେ । ଏନକାଉଣ୍ଟରରେ ୪ ଜଣ ଆତଙ୍କବାଦୀ ଟଳି ପଡିଥିବା ବେଳେ ଘଟଣାସ୍ଥଳରୁ ବନ୍ଧୁକ, ଗୁଳି ଓ ଅନ୍ୟ ସାମଗ୍ରୀ ଜବତ  ହୋଇଛି । ଏବେବି ଯବାନ ମାନେ ସଂପୃକ୍ତ ଅଂଚଳକୁ ଘେରାବନ୍ଦୀ କରି ରଖିଥିବା ବେଳେ ଗୁଳି ବିନିମୟ ଜାରି ରହିଥିବା ସୂଚନା ମିଳିଛି । 

   Related Posts