Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାଞ୍ଚଳ ଆରଡିସି ଭାବେ ଅନୀଲ ସାମଲଙ୍କୁ ଉତ୍ତରାଞ୍ଚଳ ଆରଡିସି(“ସମ୍ବଲପୁର) ଦାୟିତ୍ଵ
  • ||
  • ଫରେଷ୍ଟ ଗାର୍ଡଙ୍କୁ ୫ ବର୍ଷ ଜେଲ, ଫୁଲଵାଣୀ ଭିଜିଲାନ୍ସ କୋର୍ଟର ଦଣ୍ଡାଦେଶ
  • ||
  • ଗ୍ରାମୀଣ ଡାକସେବାରେ ଜାଲିଆତି କରି ଲକ୍ଷାଧିକ ଟଙ୍କା ହଡ଼ପ, ପୋଷ୍ଟ ମାଷ୍ଟର ଗିରଫ
  • ||
  • ଫେବୃଆରୀ ୨ରେ ପ୍ରକାଶ ପାଇବ ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା ସୂଚୀ
  • ||
  • ରାସ୍ତା କାର୍ଯ୍ୟର ତଦାରଖ କଲେ ସାଂସଦ ମଞ୍ଜୁଲତା ମଣ୍ଡଳ, ପିଚୁ ଉଠିଯାଉଥିବା ନେଇ ହୋଇଥିଲା ଅଭିଯୋଗ
  • ||
  • ମୁନିଗୁଡା : ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ରାୟଗଡା-ଟିଟିଲାଗଡ ମଧ୍ୟରେ ରେଳ ଚଳାଚଳ ବାଧାପ୍ରାପ୍ତ
  • ||
  • ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି
  • ||
  • କୋରାପୁଟ : ଘାଟିରେ ସିରିଜ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରକୁ ପିଟିଲା ଟ୍ରକ୍, ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍କୁ ଧକ୍କାଦେଲା ପିକଅପ୍ ଭ୍ୟାନ୍
  • ||
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

୫ ଡକାୟତ ଗିରଫ, ନଗଦ ୩୨ ହଜାର ସହ ୪ଟି ମୋଟର ସାଇକେଲ ଜବତ

14/10/2020 at 7:25 PM

କବିସୂର୍ଯ୍ୟନଗର୧୪/୧୦: ୫ ଜଣ ଡକାୟତ ଗିରଫ। ଗଞ୍ଜାମ କବିସୂର୍ଯ୍ୟନଗର ପୋଲିସ ଦ୍ଵାରା ୫ ଜଣ ଡକାୟତ ଗିରଫ ହୋଇଛନ୍ତି। ନଗଦ ୩୨ ହଜାର ଟଙ୍କା ସହ ଚାରୋଟି ମୋଟର ସାଇକେଲ ଓ ମୋବାଇଲ ଜବତ ହୋଇଛି। ଗତ ୨୧ ତାରିଖ ଦିନ କବିସୂର୍ଯ୍ୟନଗର ଆଲାଡୁ ଦୋକାନରୁ ଡକାୟତି ହୋଇଥିଲା। ସେହି ଡକାୟତମାନଙ୍କୁ ପୋଲିସ୍ ଗିରଫ କରିଛି। ଥାନା ଅଧିକାରୀ ପ୍ରଭାତ କୁମାର ସାହୁ ଏ ସଂପର୍କରେ ସୂଚନା ଦେଇଛନ୍ତି।

   Related Posts