Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ହାଇଓ୍ବା ଧକ୍କାରେ ୪ ବର୍ଷର ଅଙ୍ଗନଓ୍ବାଡି ଛାତ୍ରୀ ମୃତ

29/05/2019 at 11:57 AM

ଭଣ୍ଡାରିପୋଖରୀ ୨୯|୫: ଭଦ୍ରକ ଜିଲ୍ଲା ଆଗରପଡା ଥାନା ଆଗରପଡା-କୁପାରୀ ମୁଖ୍ୟ ରାସ୍ତାର କାଣ୍ଡବା ପୋଲ ଠାରେ ହାଇୱା ଧକ୍କାରେ ଜଣେ ୪ ବର୍ଷର ଅଙ୍ଗନଓ୍ବାଡି ଛାତ୍ରୀଙ୍କରର ମୃତ୍ୟୁ ହୋଇଛି । ଛାତ୍ରୀ ଜଣଙ୍କ ହେଉଛନ୍ତି କାଣ୍ଡବା ଗାଁର ଦୁଲାରୀ ଟୁଡୁ ।

ଛାତ୍ରୀ ଜଣକ ନିକଟସ୍ଥ କାଣ୍ଡବା ଅଙ୍ଗନଓ୍ବାଡି କେନ୍ଦ୍ରକୁ ଯାଉଥିବା ବେଳେ କୁପାରିରୁ ଆଗରପଡା ଅଭିମୁଖେ ଯାଉଥିବା ହାଇୱା ଧକ୍କା ଦେଇଥିଲା । ଘଟଣାସ୍ଥଳରେ ଶିଶୁଟିର ମୃତ୍ୟୁ ହୋଇଥିଲା । ଆଗରପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ହାଇୱାଟିକୁ ଜବତ କରିବା ସହ ଚାଳକକୁ ଅଟକ ରଖିଛି ।

   Related Posts