Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ପୋଖରୀରେ ଗାଧୋଉଥିବା ବେଳେ ବୁଡି ଯାଇ ୪ ବର୍ଷର ଶିଶୁ ମୃତ

14/03/2020 at 3:03 PM

ତେଲକୋଇ ୧୪।୩: କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ବେଣାମୁଣ୍ଡା ଗାଁ ବାଲିସାହିରେ ଅଭାବନୀୟ ଘଟଣା । ପୋଖରୀରେ ବୁଡି ୪ବର୍ଷର ଶିଶୁ ପୁତ୍ରର ମୃତ୍ୟୁ ଘଟିଛି । ଶନିବାର ସକାଳୁ ମୋହନ ସିଂଙ୍କ ପୁଅ ୪ ବର୍ଷର ଆଦିତ୍ୟ ସିଂ ଗଣ୍ଡସାହି ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ଆଦିତ୍ୟକୁ ବୁଡି ଯାଉଥିବା ଦେଖି ଅନ୍ୟ ଶିଶୁମାନେ ତାଙ୍କ ପରିବାରଲୋକଙ୍କୁ ଡାକିଥିଲେ । ତେବେ ପରିବାର ଲୋକ ପୋଖରୀ ପାଖରେ ପହଞ୍ଚିବା ବେଳକୁ ଶିଶୁର ମୃତ୍ୟୁ ହୋଇ ସାରିଥିଲା । ଶିଶୁଟିକୁ ଉଦ୍ଧାର କରି ତେଲକୋଇ ମେଡିକାଲ ଆଣିଥିଲେ ପରିବାରଲୋକ । ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

   Related Posts