Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

କାର୍ କାଚ ଭାଙ୍ଗି ୪୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ, ପୋଲିସର ଛାନଭିନ୍

5/07/2021 at 5:19 PM

ସୁବର୍ଣ୍ଣପୁର ୫।୭: ସୁବର୍ଣ୍ଣପର ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ଅଫିସ୍ ଆଗରୁ କାର୍ କାଚ ଭାଙ୍ଗି ୪୦ ହଜାର ଟଙ୍କା ଲୁଟ୍ ।

ମିଳିଥିବା ସୂଚନା ଅନୁସାରେ ଜିଲ୍ଲାର ରାମପୁର ଅଞ୍ଚଳ ସୁଶାନ୍ତ କୁମାର ସାହୁ ଜିଲ୍ଲା ସଦର ମହକୁମା କୁଞ୍ଜ ଛକ ନିକଟରେ ଏକ କୀଟନାଶକ ଔଷଧ ଦୋକାନ କରିଛନ୍ତି । ଦୋକାନ ବନ୍ଦ କରି କ୍ୟାଣ୍ଟିନରେ ଖାଉଥିଲେ । ଖାଇସାରି ଆସିଲା ବେଳକୁ କାର୍ କାଚ ଭାଙ୍ଗି ୪୦ ହଜାର ଟଙ୍କା କେହି ଦୁର୍ବୃତ୍ତ ଲୁଟି ନେଇଥିବା ଦେଖିଥିଲେ । ତୁରନ୍ତ ସଦର ପୋଲିସକୁ ଜଣାଇବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍ ଭିନ୍ ଆରମ୍ଭ କରିଛି । ଜିଲ୍ଲାରେ ବାରମ୍ବାର ଏହିଭଳି ଚୋରି ହେଉଥିଲେ ମଧ୍ୟ ପୋଲିସର ହାତ ଖାଲିଥିବା ଦେଖିବାକୁ ମିଳିଛି।

   Related Posts