Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ଅବକାରୀ ବିଭାଗର ଅତର୍କିତ ଚଢ଼ାଉ: ୪୦୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ

26/01/2021 at 4:28 PM

ଭଦ୍ରକ୨୫/୧: କାରରୁ ୪୦୦ ଲିଟର ଦେଶୀ ରନ୍ଧା ମଦ ଜବତ। ଏହି ମଦ କାରବାରରେ ସଂପୃକ୍ତ ଥିବା ଜଣେ ଗିରଫ। ଭଦ୍ରକ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଅବକାରୀ ନିରୀକ୍ଷକ ଶ୍ରୀ ଧନେଶ୍ୱର ବରାଡ଼ ଓ ଭ୍ରାମ୍ୟମାଣ ଭାରପ୍ରାପ୍ତ ଅଧିକାରୀ ଶ୍ରୀ ବ୍ରଜମୋହନ ମଲ୍ଲିକଙ୍କ ନେତୃତ୍ୱରେ ଗଠିତ ଏକ ସ୍ୱତନ୍ତ୍ର ଟିମ୍‌ ଅତର୍କିତ ଚଢ଼ାଉ କରିଥିଲେ।

ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଆଖୁଆପଦା ଆନିକଟ ନିକଟରେ ପେଟ୍ରୋଲିଂ ବେଳେ ମଦ ଭର୍ତ୍ତି କାରକୁ ଅଟକା ଯାଇଥିଲା। କାର ଭିତରୁ ୪୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଯୁବକ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା ଅନ୍ତର୍ଗତ ମୁଗୁପୁର ଗ୍ରାମର ଲିପୁରଞ୍ଜନ ଦେହୁରୀ। ଜବତ ମଦର ଆନୁମାନିକ ମୂଲ୍ୟ ୨ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି। ଏ ନେଇ ଅବକାରୀ ବିଭାଗ କେସ ନଂ ୧୩୦ରେ ମାମଲା ରୁଜୁ କରାଯାଇଛି।

   Related Posts