Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଆସୁଛି ବଡ ବର୍ଷା : ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||
  • ମହାନଦୀରେ ଭାସିଗଲେ ହାତୀପଲ : ମୁଣ୍ଡଳି ବ୍ରିଜରେ ଲାଖି ରହିଛି ହାତୀ ଛୁଆ
  • ||

ରାଜଧାନୀରୁ ଆଉ ୪୦୪ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୨୭୩

31/08/2020 at 4:56 PM

ଭୁବନେଶ୍ୱର, ୩୧|୦୮:  ଭୁବନେଶ୍ୱରରୁ ସୋମବାର ରେକର୍ଡ ସଂଖ୍ୟକ ୪୦୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୨୫ରେ ପହଁଚିଛନ୍ତି ।

ଏହାସହ ୨୭୩ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ, ରାଜଧାନୀରେ ଏବେସୁଦ୍ଧା ୧୦୪୨୫ଟି ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବା ବେଳେ ୬୩୩୪ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୪୨ଜଣ ପ୍ରାଣ ହରାଇଥିବା ବେଳେ ୪୦୩୮ଟି ସକ୍ରିୟ କେସ୍ ରହିଛି ।  

   Related Posts