Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ରାଇରଙ୍ଗପୁର : ଗୁଣିଗାରେଡି ସନ୍ଦେହକୁ ନେଇ ହତ୍ୟାକାଣ୍ଡ : ୩ ସୁପାରୀ କିଲର ଗିରଫ
  • ||

ଖୁସି ଖବର, ସୁସ୍ଥ ହେଲେ ଆଉ ୪୦୪୮ କରୋନା ଆକ୍ରାନ୍ତ

2/10/2020 at 8:39 PM

ଭୁବନେଶ୍ୱର, ୦୨ ।୧୦:  ଶୁକ୍ରବାର ରାଜ୍ୟରେ ଆଉ ୪୦୪୮ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୧୨୮ ରେ ପହଁଚିଛି ।

ଖୋର୍ଧାରୁ ସର୍ବାଧିକ ୬୮୩ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୬୬, ପୁରୀରୁ ୧୯୫, ଯାଜପୁରରୁ ୧୭୬, ଅନୁଗୋଳରୁ ୧୬୭, କନ୍ଧମାଳରୁ ୧୪୬, କେନ୍ଦ୍ରାପଡାରୁ ୧୪୨, ନବରଙ୍ଗପୁରରୁ ୧୩୩, ଜଗତସିଂହପୁରରୁ ୧୩୦, ଭଦ୍ରକରୁ ୧୧୮, ବାଲେଶ୍ୱରରୁ ୧୧୫, ସମ୍ବଲପୁରରୁ ୧୧୧, ମୟୂରଭଞ୍ଜରୁ ୧୦୮, କେନ୍ଦୁଝରରୁ ୧୦୭, ବରଗଡରୁ ୧୦୬, ନୂଆପଡାରୁ ୧୦୧, ରାୟଗଡାରୁ ୯୯, ସୁନ୍ଦରଗଡରୁ ୯୮ ଜଣ ସୁସ୍ଥ ହୋଇଛନ୍ତି ।

ଏତତ୍ ବ୍ୟତୀତ ଝାରସୁଗୁଡାରୁ ୮୧, କୋରାପୁଟରୁ ୬୪, ସୋନପୁରରୁ ୬୧, କଳାହାଣ୍ଡିରୁ ୫୩, ମାଲକାନଗିରିରୁ ୪୮, ନୟାଗଡ଼ରୁ ୪୬, ବଲାଙ୍ଗୀରରୁ ୪୫, ଗଞ୍ଜାମରୁ ୩୯, ବୌଦ୍ଧରୁ ୩୫, ଢେଙ୍କାନାଳରୁ ୩୩, ଦେବଗଡରୁ ୧୬, ଗଜପତିରୁ ୧୩ଜଣ ସୁସ୍ଥ ହୋଇଛନ୍ତି ।

   Related Posts