Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ସର୍ବାଧିକ ସୁସ୍ଥ : ଗୋଟିଏ ଦିନରେ ଭଲ ହୋଇ ଘରକୁ ଫେରିଲେ ୪୦୫୩ କରୋନା ସଂକ୍ରମିତ, ରାୟଗଡାରେ ରେକର୍ଡ

31/08/2020 at 6:46 PM

ଭୁବନେଶ୍ୱର, ୩୧|୦୮:  ସୋମବାର ରାଜ୍ୟରେ ରେକର୍ଡ ସଂଖ୍ୟକ ୪୦୫୩ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୭୭୨୮୬ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ରାୟଗଡାରୁ ସର୍ବାଧିକ ୬୦୮ ଜଣ ଥିବା ବେଳେ କଟକରୁ ୪୬୮, ଖୋର୍ଧାରୁ ୩୭୦, ଯାଜପୁରରୁ ୩୩୯, ଗଞ୍ଜାମରୁ ୨୩୩, ସୁନ୍ଦରଗଡରୁ ୨୧୭, କୋରାପୁଟରୁ ୧୭୫, ଭଦ୍ରକରୁ ୧୭୨, କଳାହାଣ୍ଡିରୁ ୧୬୫, ପୁରୀରୁ ୧୪୪, ନୟାଗଡରୁ ୧୪୧, ମୟୂରଭଞ୍ଜରୁ ୧୨୮, ମାଲକାନଗିରିରୁ ୧୨୦, ବରଗଡରୁ ୧୦୦, ସମ୍ବଲପୁରରୁ ୯୨, ବାଲେଶ୍ୱରରୁ ୮୩, କନ୍ଧମାଳ ୭୯, ଢେଙ୍କାନାଳରୁ ୬୬, ବଲାଙ୍ଗୀରରୁ ୬୨, ନବରଙ୍ଗପୁରରୁ ୫୨, କେନ୍ଦ୍ରାପଡାରୁ ୫୦ ଜଣ ରହିଛନ୍ତି  ।

ସେହିପରି ଗଜପତିରୁ ୪୮, ଜଗତସିଂହପୁରରୁ ୩୫, ଝାରସୁଗୁଡାରୁ ୩୫, କେଉଁଝରରୁ ୨୯, ଦେବଗଡରୁ ୧୩, ସୋନପୁରରୁ ୧୩, ନୂଆପଡାରୁ ୯, ବୌଦ୍ଧରୁ ୬ ଓ ଅନୁଗୋଳରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି ।

   Related Posts