Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ବଢିଲା ସଂକ୍ରମଣ, ୭ ଦିନ ପାଇଁ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
  • ||
  • ଆଜିଠୁ ଟିକା ଉତ୍ସବ, ୧୪ ଯାଏ କରୋନା ମହାମାରୀ ମୁକାବିଲା ଲାଗି ଚାଲିବ ଦେଶବ୍ୟାପୀ
  • ||

ଓଲଟିଲା ବରଯାତ୍ରୀ ଗାଡି, ୩୦ରୁ ଅଧିକ ଆହତ, ୭ ଗୁରୁତର ବ୍ରହ୍ମପୁର ସ୍ଥାନାନ୍ତର

6/04/2021 at 5:11 PM

ଭଞ୍ଜନଗର ୦୬।୦୪: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବଡ଼ଗଡ଼ ଥାନା ଅନ୍ତର୍ଗତ ବୋରଦା ଠାରେ ମଙ୍ଗଳବାର ବରଯାତ୍ରୀ ଗାଡି ୪୦୭ ମିନି ଟ୍ରକ ଓଲଟି ପଡିଛି। ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତଙ୍କୁ ପ୍ରଥମେ ବରଗଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ୭ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ଆହତମାନଙ୍କ ମଧ୍ୟରେ ଅଧିକାଂଶ ମହିଳା ଅଛନ୍ତି । ଝରଣ ଗ୍ରାମରୁ ୪୦ରୁ ଅଧିକ ଯାତ୍ରୀ ଏକ ୪୦୭ ମିନି ଟ୍ରକରେ ଝରଣ ଗ୍ରାମରୁ ନୁଆଁସାହିକୁ ବରଯାତ୍ରୀ ଯାଇଥିଲେ । ତେବେ ଫେରିବା ବାଟରେ ବୋରଦାଠାରେ ଭାରସାମ୍ୟ ହରାଇ ମିନି ଟ୍ରକଟି ଓଲଟି ପଡିଥିଲା।

   Related Posts