Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଖୁସି ଖବର, ସୁସ୍ଥ ହେଲେ ଆଉ ୪୦୯୦ କରୋନା ଆକ୍ରାନ୍ତ

19/09/2020 at 7:53 PM

ଭୁବନେଶ୍ୱର, ୧୯ ।୦୯:  ଶନିବାର ରାଜ୍ୟରେ ଆଉ ୪୦୯୦ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୪୧୬୫୭ରେ ପହଁଚିଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୦୫ଜଣ ସୁସ୍ଥ ହୋଇଥିବା ବେଳେ ପୁରୀରୁ ୪୧୨, କଟକରୁ ୩୭୧, ବରଗଡରୁ ୧୬୯, ନବରଙ୍ଗପୁରରୁ ୧୬୦, ସୁନ୍ଦରଗଡରୁ ୧୫୬, କେନ୍ଦ୍ରାପଡାରୁ ୧୪୫, ରାୟଗଡାରୁ ୧୪୫, ଯାଜପୁରରୁ ୧୩୯ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିପରି ବଲାଙ୍ଗୀରରୁ ୧୨୩, ଜଗତସିଂହପୁରରୁ ୧୨୧, କୋରାପୁଟରୁ ୧୨୦, ମୟୂରଭଞ୍ଜରୁ ୧୧୫, ସୋନପୁରରୁ ୧୧୦, ବଦ୍ରକରୁ ୧୦୪, ସମ୍ବଲପୁରରୁ ୯୯, ଝାରସୁଗୁଡାରୁ ୯୩, କେଉଁଝରରୁ ୯୨, ବାଲେଶ୍ୱରରୁ ୯୧, ନୟାଗଡରୁ ୮୩, ନୂଆପଡାରୁ ୭୮, ଅନୁଗୋଳରୁ ୬୬, ଗଞ୍ଜାମରୁ ୫୬, ଢେଙ୍କାନାଳରୁ ୫୦ ଓ କଳାହାଣ୍ଡିରୁ ୪୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଏତତ୍ ବ୍ୟତୀତ, ମାଲକାନଗିରିରୁ ୪୪, କନ୍ଧମାଳରୁ ୩୮, ବୌଦ୍ଧରୁ ୧୮, ଗଜପତିରୁ ୧୮, ଦେବଗଡରୁ ୧୪ଜଣ ସୁସ୍ଥ ହୋଇଛନ୍ତି ।

   Related Posts