Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ବସରେ ନିଆଁ ଲାଗି ୪୨ ଜଣ ଜୀବନ୍ତ ଦଗ୍ଧ

17/11/2018 at 10:01 PM

ହରାରେ ୧୭/୧୧ : ବସରେ ନିଆଁ ଲାଗି ୪୨ ଜଣ ଜୀବନ୍ତ ଦଘା ହୋଇଥିବା ଜଣାପଡିଛି | ଜିମ୍ବାୱେ ଠାରେ ଏକ ଯାତ୍ରୀବାହୀ ବସରେ ନିଆଁ ଲାଗି ୪୨ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ଜଣାପଡିଛି |

ସୂଚନାଯୋଗ୍ୟ ଯେ, ବସରେ ଏକ ଗ୍ୟାସ ଟାଙ୍କି ଥିଲା |ଏହି ଗ୍ୟାସ ଟାଙ୍କିରୁ ଗ୍ୟାସ ଲିକ ହୋଇ ଅଚାନକ ବସରେ ନିଆଁ ଲାଗିଯାଇଥିଲା | ବସଟି ସମ୍ପୂର୍ଣ ଜାଳି ଯାଇଛି | ଅଘଟଣା ଗୁରୁବାର ଦିନ ଘଟିଥିବା ସୂଚନା ମିଳିଛି | ଜଣେ କେହି ଯାତ୍ରୀ ବସରେ ଗ୍ୟାସ ଟାଙ୍କି ନେଇଯାଉଥିବା ଅନୁମାନ କରାଯାଉଛି |

   Related Posts