Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ନୂଆଦିଲ୍ଲୀ : ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ASI ଗିରଫ, ବିଲଡରଙ୍କଠାରୁ ୨ କୋଟି ମାଗୁଥିଲେ ବଟି
  • ||

ମନ୍ତ୍ରୀଙ୍କ ନାଁରେ ବ୍ଲାକମେଲିଂ କରି ଟଙ୍କା ଆଦାୟ- ଯୁବକ ଗିରଫ

19/09/2019 at 10:44 PM

ବରଗଡ –  ଗ୍ରାମ୍ୟ ଉନ୍ନୟନ ତଥା ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାଁରେ ବ୍ଲାକମେଲିଂ କରି ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଧମକ ଦେଇ ଟଙ୍କା ଆଦାୟ ଅଭିଯୋଗ । ବରଗଡ଼ ଜିଲ୍ଲା ସୋହେଲା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।

 ଗିରଫ ଅଭିଯୁକ୍ତ ଜଣକ ହେଲେ ଦେବଗଡ଼ ଜିଲା ପ୍ରଭାଶୁଣୀ ଗାଁ ସୁଶାନ୍ତ କୁମାର ରଣଜିତ। ତାଙ୍କୁ କୋରାପୁଟ ଜିଲା ଜୟପୁରରୁ ଗିରଫ କରାଯାଇଛି। ସେ କୋରାପୁଟ,  ମାଲକାନଗିରି,  ରାୟଗଡ଼ା ଆଦି ଜିଲାର ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଫୋନ ଯୋଗେ ବ୍ଲାକମେଲିଂ କରି ୩ରୁ ୪ ଲକ୍ଷ ଟଙ୍କା ଆଦାୟ କରିଥିବା ସ୍ବୀକାର କରିଛି । ସୋହେଲାବାସୀ ଗଣତନ୍ତ୍ର ପ୍ରଧାନଙ୍କ ଏତଲା କ୍ରମେ ଏ ନେଇ ସୋହେଲା ଥାନାରେ ଏକ ମାମଲା ରୁଜୁ ହୋଇଛି। ଅଭିଯୁକ୍ତଙ୍କ ପାଖରୁ ପାସ୍ବୁକ, ଚେକବୁକ୍, ମୋବାଇଲ ଆଦି ଜବତ ହୋଇଛି।

   Related Posts