ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ, ୩୨୦୦୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
3/12/2020 at 10:54 AM

ଭୁବନେଶ୍ବର ୦୩।୧୨ : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୦୦୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୯ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୮୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 2nd December
— I & PR Department, Odisha (@IPR_Odisha) December 3, 2020
New Positive Cases : 434
In quarantine: 249
Local contacts: 185
(Details of local contacts will be shared by concerned District Administration)
District Wise Cases:
1. Angul: 45
2. Balasore: 10
3. Bargarh: 23
4. Bhadrak: 8
5. Balangir: 29
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୯ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିହଂପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ଝଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୪ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୩୦ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ ପୁଲ୍ରୁ ୧୧ଜଣ ରହିଛନ୍ତି ।
23. Nuapada: 30
— I & PR Department, Odisha (@IPR_Odisha) December 3, 2020
24. Puri: 19
25. Rayagada: 1
26. Sambalpur: 8
27. Sonepur: 1
28. Sundargarh: 41
29. State Pool: 11
New recoveries: 660
Cumulative tested: 6019855
Positive: 320017
Recovered: 313394
Active cases: 4815
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୦୦୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୮୧୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୩୩୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୦୧୯୮୫୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।