Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଆଜି ସୁସ୍ଥ ହେଲେ ୪୩୮୮ ଜଣ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ ?

25/09/2020 at 7:21 PM

ଭୁବନେଶ୍ବର୨୫/୯: ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ ତୁଳନାରେ ସୁସ୍ଥ ହାର ଅଧିକ ରହୁଛି। ରାଜ୍ୟରେ ଆଉ ୪୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୬୫,୪୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କଟକରୁ ୪୯୬, ପୁରୀରୁ ୧୮୩, ନୂଆପଡାରୁ ୧୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

   Related Posts