Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||
  • ବିସ୍ଫୋରଣ କରି ଟ୍ରେନ୍ ଲାଇନ ଉଡାଇଲେ ନକ୍ସଲ, ପୋଷ୍ଟରରେ ଦେଲେ ଧମକ
  • ||
  • କୁହୁଡିର ଚାଦରରେ ଜଗତସିଂହପୁର, ଗମନାଗମନ ବାଧାପ୍ରାପ୍ତ
  • ||

ସାଲିଆସାହିରେ କରୋନା ଆତଙ୍କ: କ୍ବାରେଣ୍ଟାଇନ୍‌ରେ ଭର୍ତ୍ତି ହେଲେ ୪୪ ଜଣ

7/06/2020 at 10:04 PM

ଭୁବନେଶ୍ବର୭/୬: ଭୁବେଶ୍ବରସ୍ଥିତ ସାଲିଆସାହିରେ କରୋନା ଆତଙ୍କ ଖେଳି ଯାଇଛି। ପୁଣି ସାଲିଆସାହି ଓ୍ବାର୍ଡ ନମ୍ବର ୧୬ ନମ୍ବରରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ପରେ ଏବେ ସେହି ବସ୍ତିରେ ଲୋକେ ଭୟଭୀତ ହୋଇଯାଇଛନ୍ତି। ବର୍ତ୍ତମାନ ୪୪ ଜଣ ପ୍ରବାସୀ  ଓଡ଼ିଆଙ୍କୁ କ୍ବାରେଣ୍ଟାଇନ୍‌କୁ ପଠାଯାଇଛି।   ଏହି ବସ୍ତିରେ କରୋନା ସଂକ୍ରମିତ ଚିହ୍ନଟ ପରେ ଏପରି ନିଷ୍ପତ୍ତି ନିଆଯାଇଥିବା ସୂଚନା ।

ଉଲ୍ଲେଖନୀୟ ଯେ, ଆଜି ଭୁବନେଶ୍ୱରରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨ ଜଣ କରୋନା ଆକ୍ରାନ୍ତ ପଟିଆ ଅଞ୍ଚଳର ବୋଲି ଜଣାପଡିଛି । ସେମାନଙ୍କ ମଧ୍ୟରୁ ଜଣେ ୪୦ ବର୍ଷୀୟ ପୁରୁଷ ଥିବା ବେଳେ ଆଉ ଜଣେ ୮ ବର୍ଷୀୟ ଝିଅ । କିଛି ଦିନ ତଳେ ଦୁହେଁ ଦିଲ୍ଲୀରୁ ଫେରିଥିଲେ । ଏହାପରେ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୮କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୫୧ ଜଣ ସୁସ୍ଥ ହୋଇଥିବା ବେଳେ ୩୪ ଜଣ ବର୍ତ୍ତମାନ ଚିକିତ୍ସିତ ହେଉଛନ୍ତି ।

   Related Posts