Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||

କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୪୪୬୯ କୋଭିଡ୍ ପଜିଟିଭ୍ ଚିହ୍ନଟ

13/06/2021 at 8:28 AM

ଭୁବନେଶ୍ୱର ୧୩।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୧୭୮୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୪୬ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୨୩ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୧୮ଜଣ, ବରଗଡ଼ ଜିଲ୍ଲାରୁ ୮୫ଜଣ, ଭଦ୍ରକ ଜିଲ୍ଲାରୁ ୧୬୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୬ଜଣ, ବୌଦ୍ଧ ଜିଲ୍ଲାରୁ ୯୦ଜଣ, କଟକ ଜିଲ୍ଲାରୁ ୪୧୩ଜଣ, ଦେଓଗଡ଼ ଜିଲ୍ଲାରୁ ୨୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫୨ଜଣ, ଗଜପତି ଜିଲ୍ଲାରୁ ୨୬ଜଣ, ଗଞ୍ଜାମ ଜିଲ୍ଲାରୁ ୪୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪୦ଜଣ, ଯାଜପୁର ଜିଲ୍ଲାରୁ ୩୭୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୭ଜଣ, କଳାହାଣ୍ଡି ଜିଲ୍ଲାରୁ ୯୨ଜଣ, କନ୍ଧମାଳ ଜିଲ୍ଲାରୁ ୨୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୯ଜଣ, କେନ୍ଦୁଝର ଜିଲ୍ଲାରୁ ୯୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧୨ଜଣ, କୋରାପୁଟ ଜିଲ୍ଲାରୁ ୮୭ଜଣ, ମାଲକାନଗିରି ଜିଲ୍ଲାରୁ ୭୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧୮ଜଣ, ନୟାଗଡ଼ ଜିଲ୍ଲାରୁ ୧୨୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୨୪୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୭ଜଣ, ସମ୍ବଲପୁର ଜିଲ୍ଲାରୁ ୬୧ଜଣ, ସୋନପୁର ଜିଲ୍ଲାରୁ ୬୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୦୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୧୭୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୩୬୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୮୯୦୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୬୫୨୩୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts