Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ଭୁବନେଶ୍ୱରରେ ଆଉ ୪୫ କରୋନା ପଜିଟିଭ୍ ଚିହ୍ନଟ, ୮ଜଣ ସ୍ଥାନୀୟ ସଂକ୍ରମିତ

4/07/2020 at 3:25 PM

ଭୁବନେଶ୍ୱର, ୦୪|୦୭:  ଶନିବାର ରାଜଧାନୀ ଭୁବନେଶ୍ୱରରୁ ଆଉ ୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩୭ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୮ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୩୧ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୪ରେ ପହଁଚିଛି । ଏହା ମଧ୍ୟରୁ ୨୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬ଜଣ ପ୍ରାଣ ହରାଉଛନ୍ତି । ୧୬୦ଟି ସକ୍ରିୟ କେସ୍ ରହିଛି ।

ଚିହ୍ନଟ ହୋଇଥିବା ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରୁ ଜଣେ ହେଉଛନ୍ତି ବରମୁଣ୍ଡାର ୪୮ ବର୍ଷର ବ୍ୟକ୍ତି । ସେହିପରିକେଦାରଗୌରୀ ଅଞ୍ଚଳର ଜଣେ ୫୬ ବର୍ଷର ବ୍ୟକ୍ତି, ସାଲିଆ ସାହିର ୨୭ ବର୍ଷୀୟା ମହିଳା, ଖଣ୍ଡିଗିରି ଆମ୍ରି ହସ୍ପିଟାଲ ନିକଟରୁ ୨୯ ବର୍ଷର ଯୁବକ,ସୁବାର ନଗର ବସ୍ତିର ୩୬ ବର୍ଷର ବ୍ୟକ୍ତି, ପୁରୁଣା ଭୁବନେଶ୍ୱର ଜମ୍ବେଶ୍ୱର ପାଟନାର ୪୮ ବର୍ଷର ଯୁବକ, ୟୁନିଟ ୪ ଏମଏଲଏ କଲୋନୀର ୭୨ ବର୍ଷର ବୃଦ୍ଧ ଓ ଚନ୍ଦ୍ରଶେଖରପୁର ଅଞ୍ଚଳର ୬୫ ବର୍ଷର ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

   Related Posts