Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ରାଜ୍ୟରେ ଆଉ ୪୫୬ କରୋନା ସଂକ୍ରମିତ ଚିହ୍ନଟ, ୯୫୨୬ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

6/07/2020 at 10:35 AM

ଭୁବନେଶ୍ବର ୦୬।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୨୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ୪୫୬ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧ଜଣ, ବାଲେଶ୍ୱର ଜିଲ୍ଲା ୧୪ଜଣ, ବରଗଡ ୩୩, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୧୩ଜଣ, ଗଞ୍ଜାମ ୧୧୬ଜଣ, ଯାଜପୁର ଜିଲ୍ଲାରୁ ୫୭, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୩ , କେନ୍ଦ୍ରାପଡା ଜିଲ୍ଲାରେ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧ଜଣ, ଢେଙ୍କାନାଳ ୧,  ଗଜପତି ୧, ଜଗତସିଂହପୁର ୨୩, କଳାହାଣ୍ଡି ୧, କୋରାପୁଟ ୧୦, ମୟୂରଭଞ୍ଜ ୮, ନବରଙ୍ଗପୁର ୨୪, ନୟାଗଡ ୪, ପୁରୀ ୩, ରାୟଗଡା ୧୩, ସମ୍ବଲପୁର ୧୫, ସୁନ୍ଦରଗଡ ୨୦ଜଣ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୫୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୨୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts