Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

କରୋନା ସଂକ୍ରମଣ ଚେନ୍ ଭାଙ୍ଗିବାକୁ ପଦକ୍ଷେପ, ବ୍ୟବସାୟୀ ସଂଘ ତରଫରୁ ୪୮ ଘଣ୍ଟିଆ ବନ୍ଦ ପାଳନ

3/10/2020 at 9:32 AM

ଜି. ଉଦୟଗିରି ୦୩।୧୦:  କରୋନା ସଂକ୍ରମଣ ରୋକିବାକୁ ବନ୍ଦ ପାଳନ । କନ୍ଧମାଳ ଜିଲ୍ଲା ଜି ଉଦୟଗିରି ବ୍ୟବସାୟୀ ସଂଘ ତରଫରୁ ୪୮ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। କନ୍ଧମାଳ ଜିଲ୍ଲାରେ କରୋନା ପ୍ରକୋପ ଯୋଗୁଁ ଜି ଉଦୟଗିରିରେ ବନ୍ଦ କରାଯାଇଛି।

ଦୋକାନ ବଜାର ବନ୍ଦ ସହ ଲୋକମାନଙ୍କୁ ଘରୁ ନ ବାହାରିବା ପାଇଁ ଅନୁରୋଧ କରାଯାଇଛି । ଆସନ୍ତା ସୋମବାର ଠାରୁ ଦୋକାନ ବଜାର ସକାଳ ୭ଟାରୁ ଅପରାହ୍ନ ୪ ଟା ଯାଏଁ ଖୋଲା ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଜି ଉଦୟଗିରି ବିଜ୍ଞପିତ ଅଞ୍ଚଳ ଓ ବ୍ଲକ ରେ ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବା ବେଳେ ବହୁ ବ୍ୟବସାୟୀ ମଧ୍ୟ ଆକ୍ରାନ୍ତ ହୋଇଛନ୍ତି।

   Related Posts